ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜବାହରଲାଲ ନେହରୁ ବନ୍ଦର ପ୍ରାଧିକରଣ (ଜେଏନପିଏ) ମାର୍ଚ୍ଚ ୩୦ରେ ନିଜ ଇତିହାସରେ ପ୍ରଥମ ଥର ପାଇଁ ୬ ମିଲିୟନ ଟିଇୟୁ ଅତିକ୍ରମ କରି ସର୍ବାଧିକ ମାଲ ପ୍ରବାହ କ୍ଷମତା ପଞ୍ଜିକୃତ କରି ଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି।
ଜେଏନପିଏର ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଭାରତର ଗୁରୁତ୍ୱପୂର୍ଣ୍ଣ ବନ୍ଦର ମଧ୍ୟରୁ ଗୋଟିଏର ଉଲ୍ଲେଖନୀୟ ଉପଲବ୍ଧି ।”