ଆଜିର ଖବର ବନ୍ଦେ ଭାରତ ସ୍ଲିପର୍ ଟ୍ରେନକୁ ନେଇ ଯାତ୍ରୀଙ୍କ ପ୍ରବଳ ଉତ୍ସାହ: ପ୍ରଥମ ଦିନ ଯାତ୍ରାର ସବୁ ଟିକେଟ୍ ବୁକିଂ ଶେଷ ନୂଆଦିଲ୍ଲୀ: କାମାକ୍ଷା (କେୱାଇକ୍ୟୁ) ଏବଂ ହାଓଡ଼ା (ଏଚଡବ୍ଲୁଏଚ୍) ମଧ୍ୟରେ ବନ୍ଦେ ଭାରତ ସ୍ଲିପର ଟ୍ରେନର ପ୍ରଥମ ବାଣିଜ୍ୟିକ ଚଳାଚଳ ଆରମ୍ଭ ହୋଇଛି। ଏହାକୁ ନେଇ ଯାତ୍ରୀଙ୍କ ମଧ୍ୟରେ…