ଆଜିର ଖବର ପାଲଲହଡାରେ ଚାଞ୍ଚଲ୍ୟ: ଯୁବକଙ୍କ ମୃତଦେହ ବନ୍ଦ କୋଠରୀରୁ ଉଦ୍ଧାର, ହତ୍ୟା ସନ୍ଦେହ ପାଲଲହଡା: ପାଲଲହଡା ବ୍ଲକ ଖମାର ଥାନା ଅନ୍ତର୍ଗତ କରଡ଼ାପାଳ ଗାଁରେ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ପଡ଼ୋଶୀ ଘର ଭିତରୁ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ…