ଜାତୀୟ ଖବର ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ଘୋଷଣା କଲେ ରିଲିଫ ସହାୟତା ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର…