ରାଜ୍ୟ ଖବର ଆକାଶମାର୍ଗରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ବନ୍ୟା ପରିସ୍ଥିତି ଜଟିଳ ହେବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି…