ଆଜିର ଖବର ବନ୍ୟା ବିପନ୍ନଙ୍କୁ ଅନ୍ତ୍ୟୋଦୟ ଯୋଜନାରେ ମିଳିବ ନୂଆ ଘର, ୫ ଦିନରେ ସରିବ କ୍ଷୟକ୍ଷତି ଆକଳନ : ମନ୍ତ୍ରୀ ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ପରିବାରମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ବର୍ଷାରେ ଭାଙ୍ଗିଥିବା ଘର ବଦଳରେ ସରକାର…