ଆଜିର ଖବର ବନ୍ୟା କ୍ଷୟକ୍ଷତି ରିପୋର୍ଟ ଆଜି ସୁଦ୍ଧା ଦେବା ଲାଗି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଜିଲ୍ଲାରେ ବନ୍ୟା ପରବର୍ତ୍ତି ସ୍ଥିତିର ସମୀକ୍ଷା କରିଛନ୍ତି। ଓସୱାନ ସମ୍ମିଳନୀ କକ୍ଷରେ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ସମୀକ୍ଷା…