ରାଜ୍ୟ ଖବର ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱର: ରାଜ୍ୟରେ ବର୍ଷା ଓ ବନ୍ୟା ପ୍ରକୋପରେ ପ୍ରଭାବିତ ହୋଇଥିବା ଲୋକଙ୍କୁ ସହାୟତା ଯୋଗାଇଦେବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂଜା ଛୁଟି ପୂର୍ବରୁ ସମସ୍ତ କ୍ଷତିଗ୍ରସ୍ତଙ୍କ…