ବିଶେଷ ଖବର ବନ୍ୟାରେ ଗୋଟିଏ ବି ଜୀବନହାନୀ ନ ହେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନିର୍ଦ୍ଦେଶ ଭୁବନେଶ୍ବର: ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’। ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ…