ବିଶେଷ ଖବର ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ… ଭୁବନେଶ୍ବର: ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ…