ରାଜ୍ୟ ଖବର ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ ଭୁବନେଶ୍ବର: ଆଜି ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ…