ଆଜିର ଖବର ନାଚୁଣୀ: ବରଡ଼ି ଛକରେ ସଡକ ଦୁର୍ଘଟଣା, ସ୍କୁଟିକୁ ପିଟିଲା ପାଣି ଟ୍ୟାଙ୍କର ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବରଡ଼ି ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ଗୁରୁତର ଆହତ…