ବର୍ଷାଜଳ ସଂରକ୍ଷଣ

ମୟୂରଭଞ୍ଜ: ବର୍ତ୍ତମାନ ସମୟରେ ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ବଡ଼ ଆହ୍ୱାନ ସୃଷ୍ଟି କରିଛି। ମୌସୁମୀ ବର୍ଷାରେ ଅନିୟମିତତା ଏବଂ ଜନସଂଖ୍ୟା ବୃଦ୍ଧି ଫଳରେ ଭୂତଳ ଜଳର…