ବର୍ଷା ବିତ୍ପାତ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିଥିବାରୁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନରାତି ଅବିଶ୍ରାନ୍ତ ଗତିରେ ବର୍ଷା ଜାରି…