ଆଜିର ଖବର ସମ୍ଭାବ୍ୟ ଲଗାଣ ବର୍ଷା ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା ଭୁବନେଶ୍ୱର: ସମ୍ଭାବ୍ୟ ଲଗାଣ ବର୍ଷା ସଫଳ ମୁକାବିଲା ସମୟରେ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ଓ ଆବଶ୍ୟକୀୟ ସ୍ୱାସ୍ଥ୍ୟସେବା ଯୋଗାଇଦେବା ନେଇ ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…