ଆଜିର ଖବର ଅର୍ଥ ହେରଫେର ମାମଲା: ଇଡି କାର୍ଯ୍ୟାଳୟରେ ହାଜର ହେଲେ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ ନୂଆଦିଲ୍ଲୀ: ମନି ଲଣ୍ଡରିଂ ମାମଲାରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ପତ୍ନୀ ବର୍ଷା ରାଉତ ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ପତ୍ରା ଚାଲ୍ ସ୍କାମ ଅଭିଯୋଗର ସମ୍ମୁଖୀନ…