ଆଜିର ଖବର ବିଧାୟିକା ଭାବେ ଶପଥ ନେଲେ ବର୍ଷା ସିଂ ବରିହା ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଆଜି ୧-ପଦମ୍ପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ନବନିର୍ବାଚିତ ବିଧାୟିକା ଶ୍ରୀମତୀ ବର୍ଷା ସିଂ ବରିହାଙ୍କୁ…