ଆଜିର ଖବର ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲା ବଳଦେବ ସେନା ଭୁବନେଶ୍ବର: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ସମ୍ବନ୍ଧରେ ଆଜି ବଳଦେବ ସେନା ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସେନା ପକ୍ଷରୁ…