ଆଜିର ଖବର ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ବର, ଓଡିଶାର ଆଉ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଜୀବନ ନେଇଛି କରୋନା। ସେ ହେଉଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଲେଖକ ବସନ୍ତ ଦାସ। 81 ବର୍ଷ ବୟସରେ…