ଆଜିର ଖବର ବିଜେପି ଛାଡିଲେ ବରିଷ୍ଠ ନେତା ରଘୁନାଥ ମହାନ୍ତି, ବିଜେଡିରେ ଯୋଗଦେବା ନେଇ ଚର୍ଚ୍ଚା ଭୁବନେଶ୍ବର: ଆଜି ବିଜେପିରୁ ଇସ୍ତଫା ପ୍ରଦାନ କରିଛନ୍ତି ବରିଷ୍ଠ ନେତା ରଘୁନାଥ ମହାନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।…