ବସ ଧକ୍କା

ରମେଶ ମହାନ୍ତି ଜଗତସିଂହପୁର: ଜଗତସିଂହପୁର ଥାନା ଅନ୍ତର୍ଗତ ଜଗତସିଂହପୁର -ମାଛଗାଁ ରାସ୍ତାର ଯୋଗଧାରୀ ଠାରେ ଆଜି ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…