ଆଜିର ଖବର ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ମଧ୍ୟରେ ବହି ପଢ଼ା ପ୍ରତି ଆଗ୍ରହ ସୃଷ୍ଟି ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ସୁନ୍ଦରଗଡ଼/ରାଉରକେଲା: କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି…