ବିଶେଷ ଖବର ଆସାମରେ କେତେ ବାଂଲାଦେଶୀ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା ଦିଆଯାଇଥିଲା? ସମ୍ପୂର୍ଣ୍ଣ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ ନୂଆଦିଲ୍ଲୀ: ୧୯୬୬ ଜାନୁଆରୀ ପହିଲାରୁ ୧୯୭୧ ମାର୍ଚ୍ଚ ୨୫ ମଧ୍ୟରେ ଆସାମରେ ବାଂଲାଦେଶୀ ଶରଣାର୍ଥୀଙ୍କୁ ଦିଆଯାଇଥିବା ନାଗରିକତା ସମ୍ପର୍କିତ ତଥ୍ୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଗୁରୁବାର କେନ୍ଦ୍ର…