ଆଜିର ଖବର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ, ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ବର: ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ବଙ୍ଗୋପସାଗରର ପୂର୍ବ ମଧ୍ୟମ ବାଂଲାଦେଶ-ମିଆଁମାର ଅଞ୍ଚଳରେ ସକ୍ରିୟ ରହିଛି। ପରେ ଏହା ପଶ୍ଚିମବଙ୍ଗ ଉପକୂଳ…