ଆଜିର ଖବର ଅଜଣା ଗାଡ଼ି ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଥାନା ଦଲଦଳି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୩୫୩ ଜାତୀୟ ରାଜପଥ ଦଳଦଳୀ ନିକଟରେ ଅଜଣା ଗାଡ଼ି…