ବାଇକ ଚାଳକ ଗୁରୁତୁର

ସୀତାରାମ ଅଗ୍ରୱାଲ ନାଚୁଣୀ: ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ୧୬ ନମ୍ବର ଜାତୀୟ ରାଜପଥ କହ୍ନେଇପୁର ଛକରେ ବାଇକ ଦୁର୍ଘଟଣା ଘଟିଯାଇଛି।…