ଆଞ୍ଚଳିକ ଚିଲିକା: ଭାଜପା ସାଂସଦ ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ବାଇକ ରାଲି ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ଅଠରବାଟିଆ, ବଡ଼କୂଳ, ଡ଼ୁଙ୍ଗମାଳ ପଞ୍ଚାୟତ ଓ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦରେ ହଜାରରୁ ଉର୍ଦ୍ଧ୍ବ ସମର୍ଥକଙ୍କ ସହ…