ଆଜିର ଖବର ଶ୍ରୀଜୀଉଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ବାଇ ଲ’ ପ୍ରତ୍ୟାହାର ଲାଗି କେନ୍ଦ୍ରକୁ ଦାବି କଲେ ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଖୋଲିବା ପରେ ମୁଖ୍ୟମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ଗସ୍ତ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ…