ଅପରାଧ ଖୋର୍ଦ୍ଧାରେ ପୁଣି ସକ୍ରିୟ ହେଲେ ଗୋରୁ ମାଫିଆ: ଗାଡି ସମେତ ଦୁଇ ଅଟକ, ୭ ଜୀବନ୍ତ ଗାଈଙ୍କୁ ଉଦ୍ଧାର କଲା ବାଘମାରୀ ପୋଲିସ ଖୋର୍ଦ୍ଧା: କିଛି ଦିନ ହେବ ଖୋର୍ଦ୍ଧା ଜିଲ୍ଲାରେ ବେଆଇନ ଗୋରୁ ଚାଲାଣ କମିଥିବାବେଳେ ପୁଣିଥରେ ଗୋରୁ ମାଫିଆମାନେ ସକ୍ରିୟ ହୋଇଉଠିଛନ୍ତି। ଗତକାଲି ନାଚୁଣୀରୁ ୪ ଗୋଟି ଗୋରୁକୁ…