ବାଘ ଆକ୍ରମଣ

ଭୁବନେଶ୍ଵର: କଲରାପତରିଆ ବାଘ ଆକ୍ରମଣରେ ଦୁଇଜଣ ଗୁରୁତର। ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଗୁମି ସଂରକ୍ଷିତ ଜଙ୍ଗଲର କରଚୁଲି ଏବଂ ସୁଡ଼ଙ୍ଗି ଗାଁ ନିକଟରେ କରିଛି ଆକ୍ରମଣ।…