ଅପରାଧ ବାଙ୍କୀର ଭଗବାନ ସ୍ବାଇଁ ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବୀ କଲା କଂଗ୍ରେସ ଭୁବନେଶ୍ୱର, ବାଙ୍କୀ ହତ୍ୟା ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ କ୍ରାଇମବ୍ରାଂଚ ତଦନ୍ତ କରାଯାଉ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ…