ଆଜିର ଖବର ବାଙ୍ଗିରିପୋଷି ଗଣଦୁଷ୍କର୍ମ ଅଭିଯୋଗ ନେଇ ପିସିସି ତଥ୍ୟ ଅନୁଧ୍ୟାନ କମିଟି ଗଠିତ ଭୁବନେଶ୍ୱର: ମୟୁରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବାଙ୍ଗିରିପୋଷି ଅଞ୍ଚଳରେ ହୋଇଥିବା ଗଣଦୁଷ୍କର୍ମ ଘଟଣାର ତଥ୍ୟ ଅନୁଧ୍ୟାନ କରିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ…