ଆଜିର ଖବର ବାଙ୍ଗିରିପୋଷି-ଭୁବନେଶ୍ୱର-ବାଙ୍ଗିରିପୋଷି ଏକ୍ସପ୍ରେସ ପୁରୀକୁ ସମ୍ପ୍ରସାରିତ ଭୁବନେଶ୍ୱର: ବାଙ୍ଗିରିପୋଷି-ଭୁବନେଶ୍ୱର-ବାଙ୍ଗିରିପୋଷି ଏକ୍ସପ୍ରେସକୁ 15 ମଇ 2023 ଠାରୁ ପୁରୀ ପର୍ଯ୍ୟନ୍ତ ସମ୍ପ୍ରସାରଣ ପାଇଁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। 12892 ପୁରୀ-ବାଙ୍ଗିରିପୋଷି ଏକ୍ସପ୍ରେସ ପୁରୀ ଠାରୁ…