ଆଜିର ଖବର କେନ୍ଦ୍ର ସରକାରର କୃଷକ ବିଲକୁ ବିରୋଧ: ରାଜରାସ୍ତାକୁ ଓହ୍ଲାଇବା ପାଇଁ ଧମକ ଦେଲା ଆମ ଜନତା ଅଧିକାର ଭୁବନେଶ୍ବର: ସଂସଦରେ ଆଗତ କୃଷିସଂକ୍ରାନ୍ତ ବିଧେୟକକୁ ସାରା ଦେଶର କୃଷକ ସଂସଦ ବାହାରେ ଓ ସଂସଦ ଭିତରେ ବିରୋଧୀ ଦଳ ଓ ଏନଡିଏର ଅଂଶୀଦାର ଦଳ ବିରୋଧ…