ଆଜିର ଖବର କଂଗ୍ରେସ ନେତାଙ୍କ ଦାବି: ଗାଈ ବାଛୁରୀର ସେରମ୍ ରୁ ପ୍ରସ୍ତୁତ ହେଉଛି କୋଭାକ୍ସିନ ଟୀକା, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଲା ପ୍ରତିକ୍ରିୟା ନୂଆଦିଲ୍ଲୀ: କରୋନା ଭୂତାଣୁ ସହ ଲଢେଇ ପାଇଁ ଦେଶରେ ଲୋକଙ୍କୁ କୋଭାକ୍ସିନ ଟୀକା ଦିଆଯାଉଛି। ଏହି ଟୀକାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହେଉଛି। ଏହା ଭିତରେ…