ଆଞ୍ଚଳିକ ବାଣପୁର ଥାନା ହାତୀବାରି ଗ୍ରାମରେ ଅଗ୍ନିକାଣ୍ଡ, ଦୁଇ ବଖରା ଘର ଜଳି ପୋଡ଼ି ପାଉଁଶ ବାଣପୁର( ସୀତାରାମ ଅଗ୍ରୱାଲ): ବାଣପୁର ଥାନା ହାତୀବାରି ଗ୍ରାମରେ ଅଗ୍ନିକାଣ୍ଡ ଦୁଇ ବଖରା ଘର ଜଳି ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ମୁତାବକ ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ…