ବାଣପୁର ଜନଶୁଣାଣୀ

ବାଣପୁର( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତିର ଭାଟପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି…