ଆଞ୍ଚଳିକ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଉଦଘାଟିତ: ସମ୍ବର୍ଦ୍ଧିତ ହେଲେ ବାଣପୁର ମଣ୍ଡଳର ସମସ୍ତ କବି ଓ ଲେଖକ ବାଣପୁର (ସୀତାରାମ ଅଗ୍ରୱାଲ): ଭାରତବର୍ଷର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଆମ ଓଡ଼ିଶା ର ଶାସ୍ତ୍ରୀୟ ମାନ୍ୟତା ଲାଭ କରିଥିବା ପ୍ରାଚୀନ ଭାଷା ମଧ୍ୟରୁ ଅନ୍ୟତମ। ଆମ ପ୍ରିୟ…