ଆଞ୍ଚଳିକ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ -୨ ର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ ବାଣପୁର: ବାଣପୁର ବିଜ୍ଞାପିତ ଅଂଚଳ ପରିଷଦ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ -୨, ବାଣପୁରର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ…