ବାଣପୁର

ସୀତାରାମ ଅଗ୍ରୱାଲ ବାଣପୁର: ବର୍ତ୍ତମାନ ପଦମପୁରକୁ ଜିଲ୍ଲା ଘୋଷଣା ହେବ ବୋଲି ଯୋଜନା ଚାଲିଛି। ଏହି ସମୟରେ ଅନ୍ୟ କେତେକ ଅଞ୍ଚଳକୁ ମଧ୍ୟ ଜିଲ୍ଲା ଘୋଷଣା କରିବା…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟର ଅଧ୍ୟୟନ କକ୍ଷରେ ନୂତନ ଭୋଟର ଅନଲାଇନ ପଞ୍ଜିକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମଶାଳାରେ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କେଏନପି ପ୍ଲସ ଓଡିଶା, ଓଏସଏସିଏସ ଏବଂ ଗ୍ରାମୀଣ ମହିଳା ଉଚ୍ଚ…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ପୋଲିସ ଦୁଇ ଗୋଟି ପୃଥକ ମାମଲା ରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବାର ଜଣାପଡିଛି।…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ବଉଳାବନ୍ଧ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ଜଣେ ନବ ବିବାହିତା ବଧୂଙ୍କ ସନ୍ଦେହ ଜନକ ମୃତ୍ୟୁ…

ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଅପରାହ୍ନରେ ବାଲୁଗାଁ ବନାଞ୍ଚଳ ଅଧିନସ୍ଥ ବାଣପୁର ଟମଣା ସରଂକ୍ଷିତ ଜଙ୍ଗଲରୁ ଜଣେ ଜଙ୍ଗଲୀ ବାରାହା ଶିକାରୀକୁ ଗିରଫ କରିଛି ବନବିଭାଗ। ଗିରଫ…

ସୀତାରାମ ଅଗ୍ରୱାଲ ବାଣପୁର: ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ମୁହାଁ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଯୋଜନା ଲାଗୁ କରିଥିଲେ ସୁଦ୍ଧା ପ୍ରତିବର୍ଷ ବହୁ ଛାତ୍ରଛାତ୍ରୀ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ସହିଦ କୃତିବାସ ଭବନ ପରିସରରେ ଆଜି ‘ଏକତା ପରିଷଦ ଟ୍ରଷ୍ଟ’ ପକ୍ଷରୁ ଅନ୍ତରାଷ୍ଟ୍ରୀୟ ମହିଳା ହିଂସା ବିରୋଧୀ ଦିବସ…

ସୀତାରାମ ଅଗ୍ରୱାଲ ବାଣପୁର: ନିକଟରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିରକୁ ୫-ଟି ସଚିବ ପରିଦର୍ଶନ କରି ଯାଇଥିବା ବେଳେ ସରକାରଙ୍କ ପକ୍ଷରୁ…

ସୀତାରାମ ଅଗ୍ରୱାଲ ବାଣପୁର: ସ୍କୁଲରେ ପ୍ରେରଣା ଯୋଗାଇବା ସହ ପିଲାଙ୍କର ବୁଦ୍ଧିକୁ ବିକାଶରେ ରୂପାନ୍ତରିତ କରିଥାଏ ବିଜ୍ଞାନ ମେଳା। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର…

ସୀତାରାମ ଅଗ୍ରୱାଲ ବାଣପୁର: କାର୍ଯ୍ୟରତ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାରେ ଏପରି ସାଙ୍ଘାତିକ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ଶନିବାର…

ସୀତାରାମ ଅଗ୍ରୱାଲ ବାଣପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ସକାଳେ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପିଠ ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ମା’ ଭଗବତୀ ମନ୍ଦିର ପରିଦର୍ଶନ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଜଣେ ମହିଳା ବିଷପିଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ନାରଣଦେଇପୁର ଗ୍ରାମ ଦେବରାଜ…

ସୀତାରାମ ଅଗ୍ରୱାଲ ବାଣପୁର: ୫ଟି ସଚିବ ଭିକେ ପାଣ୍ଡିଆନ କୁଆଡେ ବାଣପୁର ଗସ୍ତରେ ଆସୁଛନ୍ତି ବୋଲି ଚିଲିକା ନିର୍ବାଚନ ମଣ୍ଡଳୀରେ ଚାଲିଛି ଚର୍ଚ୍ଚା। ସେଥିପାଇଁ ପ୍ରଶାସନ ପକ୍ଷରୁ…

ସୀତାରାମ ଅଗ୍ରୱାଲ ଚିଲିକା: ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଆଜି ଓଡ଼ିଶାର ସମସ୍ତ ବ୍ଲକରେ ୩ ଦଫା ଦାବିନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଉଥିବା ବେଳେ…

ସୀତାରାମ ଅଗ୍ରୱାଲ ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି ହୋଇଛି। ଏ ନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଦଳି ନିର୍ଦ୍ଦେଶନାମା ଜାରି…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ସୂଚନା ମୁତାବକ ଆଜି…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ବହୁ ଚର୍ଚ୍ଚିତ ପଙ୍କାଳ ଗ୍ରାମ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଆଜି ଗିରଫ…

ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଦିନକୁ ଦିନ ସ୍କୁଲ ଓ କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ବଢୁଥିବା ବେଳେ ଏହା ଉପରେ…

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ୱର ଗ୍ରାମ ପଂଚାୟତର ବୃନ୍ଦାବନପୁର (ଭାପୁର )ଗ୍ରାମର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ଠାରେ ଆଜି ଓଡିଶା ରାଜ୍ୟ ବିପର୍ଯ୍ୟୟ…