ବାଣି ଜୟରାମ

ଭୁବନେଶ୍ବର: ଭାରତର ପ୍ରଖ୍ୟାତ କଣ୍ଠଶିଳ୍ପୀ ବାଣୀ ଜୟରାମଙ୍କ ଆଜି ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ତାଙ୍କର ବାସ ଭବନ ଚେନ୍ନାଇସ୍ଥିତ…