ବାଣ ଗୋଦାମ

ଖୋର୍ଦ୍ଧା: ରାଜ୍ୟରେ ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ନାଗରିକଙ୍କ ସୁରକ୍ଷା ପାଇଁ ଓଡିଶା ପୋଲିସ ବିଭିନ୍ନ ପଦକ୍ଷେପ ନେଉଛି। ଅନୁରୂପ ଭାବେ ଖୋର୍ଦ୍ଧା ଏସପିଙ୍କ ନିର୍ଦ୍ଦେଶକ୍ରମେ…