ଆଜିର ଖବର ରାୟଗଡ଼ା ଡିଭିଜନରେ ଭୂସ୍ଖଳନ ଯୋଗୁଁ ରେଳ ସେବା ପ୍ରଭାବିତ: ବାତିଲ ହେଲା ଟ୍ରେନ୍ ଭୁବନେଶ୍ୱର: ପୂର୍ବତଟ ରେଳପଥର ରାୟଗଡ଼ା ଡିଭିଜନ ଅନ୍ତର୍ଗତ ମାଲିଗୁଡ଼ା ଓ ଛତଡିପୁଟ ଷ୍ଟେସନ ମଧ୍ୟରେ ଭୂସ୍ଖଳନ ଯୋଗୁଁ ଟ୍ରେନ୍ ସେବା ପ୍ରଭାବିତ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଏବଂ…