ଆଜିର ଖବର ବାତ୍ୟା ‘ଅକୱାନ’ ପାଇଁ ୨୩ ତାରିଖ ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲା କର୍ମଚାରୀଙ୍କ ଛୁଟି ବାତିଲ ଖୋର୍ଦ୍ଧା: ସମ୍ଭାବ୍ୟ ବାତ୍ୟା ‘ଅକୱାନ’ର ମୁକାବିଲା ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରାକୃତିକ ଦୁର୍ବିପାକ ସମୟରେ ଜନସାଧାରଣଙ୍କ ସୁରକ୍ଷା, ରିଲିଫ୍, ଉଦ୍ଧାର…