ଆଜିର ଖବର ଆସନ୍ତାକାଲି ଠାରୁ ୧୪ ତାରିଖ ଯାଏଁ ଓଡିଶାରେ ହେବ ପ୍ରବଳ ବର୍ଷା!: ଉପୁଜିପାରେ ବନ୍ୟା ପରିସ୍ଥିତି ଭୁବନେଶ୍ବର: ଆସନ୍ତାକାଲି ଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ଵତନ୍ତ୍ର ରିଲିଫ…