ଆଜିର ଖବର ବିପର୍ଯ୍ୟୟ ପରିଚାଳନା: ଖୋର୍ଦ୍ଧା ଜିଲ୍ଲାର ୫୧ ଟି ବାତ୍ୟା ଆଶ୍ରୟସ୍ଥଳୀରେ ହେବ ମକ୍ ଡ୍ରିଲ ଖୋର୍ଦ୍ଧା: ଆଜି ଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ଥିବା ପିଣ୍ଡକି ବାହୁ ବଳେନ୍ଦ୍ର ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜୁନ 18 ଓ…