ବିଶେଷ ଖବର ବାତ୍ୟା କ୍ଷତିଗସ୍ତ ଲୋକଙ୍କ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରନ୍ତୁ, ପ୍ରଦେଶ କଂଗ୍ରେସ ଭୁବନେଶ୍ୱର, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ତଥା ପିସିସି ‘ୟାସ’ ଟାସ୍କ ଫୋର୍ସ…