ଆଜିର ଖବର ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଶନିବାର ସନ୍ଧ୍ୟାରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଏବେ ଧୀରେ ଧୀରେ ସମୁଦ୍ରରୁ ବଳ ଗୋଟାଉଛି। ତେବେ…