ଆଜିର ଖବର ବନ୍ୟପ୍ରାଣୀଙ୍କ ସମ୍ପର୍କରେ ନାଗରିକଙ୍କ ଟ୍ୱିଟର ପ୍ରତ୍ୟୁତ୍ତର ଦେଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବନ୍ୟପ୍ରାଣୀଙ୍କ ସମ୍ପର୍କରେ ନାଗରିକଙ୍କ ଆଗ୍ରହ ଦେଖି ସେମାନଙ୍କ ସହ ବାର୍ତ୍ତାଳାପ କରିଛନ୍ତି। ଗତକାଲି ପ୍ରଧାନମନ୍ତ୍ରୀଙ୍କ ବାନ୍ଦିପୁର ବ୍ୟାଘ୍ର ଅଭୟାରଣ୍ୟ ଗସ୍ତ ବେଳେ…