ଅପରାଧ ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ଦୁଇ ଆତଙ୍କବାଦୀ, ବିଜେପି ନେତାଙ୍କ ହତ୍ୟାରେ ଥିଲେ ସମ୍ପୃକ୍ତ ଶ୍ରୀନଗର: ଜମ୍ମୁ କାଶ୍ମୀରର ବାନ୍ଦିପୋରା ଜିଲ୍ଲାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ନିହତ ଆତଙ୍କବାଦୀଙ୍କ ମଧ୍ୟରେ…